Daniel 10:1 — Compare Translations
5 translations compared side by side
Odia - 1840
"ପାରସ୍ଯର ରାଜା କୋରସର ରାଜତ୍ବର ତୃତୀୟ ବର୍ଷ ରେ ବେଲ୍ଟଶତ୍ସର ନାମ ରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷଯ ପ୍ରକାଶିତ ହେଲା। ସେ ସବୁ ସତ୍ଯ ବୁଝିବାକୁ କଠି; ମାତ୍ର ଦାନିୟେଲ ତାହା ବୁଝିଲେ ଓ ଦର୍ଶନ ବିଷଯ ତାଙ୍କୁ ଗୋଚର ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାରସ୍ୟର ରାଜା କୋରସର ଅଧିକାରର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଟାଇଗ୍ରୀସ୍ ନଦୀ ନିକଟରେ ଦାନିୟେଲଙ୍କ ଦର୍ଶନ ପାରସ୍ୟର ରାଜା କୋରସର ରାଜତ୍ୱର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା। ସେ ସବୁ ସତ୍ୟ ବୁଝିବାକୁ କଠି; ମାତ୍ର ଦାନିୟେଲ ତାହା ବୁଝିଲେ ଓ ଦର୍ଶନ ବିଷୟ ତାଙ୍କୁ ଗୋଚର ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାରସ୍ୟର ରାଜା କୋରସ୍ଙ୍କ ରାଜତ୍ଵର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପାରସ୍ୟର ରାଜା କୋରସ୍ଙ୍କ ରାଜତ୍ଵର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା।