Daniel 10:11 — Compare Translations
5 translations compared side by side
Odia - 1840
"ସେ ମାେତେ କହିଲେ, ' ହେ ଦାନିୟେଲ, ତୁମ୍ଭେ ପରମେଶ୍ବରଙ୍କର ଅତି ପ୍ରିଯପାତ୍ର। ମାେ କଥା ଶୁଣ ଓ ମାେତେ ବୁଝିବାକୁ ଚେଷ୍ଟାକର। ଛିଡା ହୁଅ। ମୁଁ ତୁମ୍ଭ ନିକଟକୁ ପ୍ ରରେିତ ହାଇେଅଛି।' ସେ ମାେତେ ଏହିକଥା କହିବାରୁ ମୁଁ କମ୍ପିତ ହାଇେ ଛିଡା ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମୋତେ କହିଲେ, ହେ ଅତ୍ୟ; ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସଳଖ ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋତେ କହିଲେ, “ହେ ଦାନିୟେଲ, ତୁମ୍ଭେ ପରମେଶ୍ୱରଙ୍କର ଅତି ପ୍ରିୟପାତ୍ର। ମୋ’ କଥା ଶୁଣ ଓ ମୋତେ ବୁଝିବାକୁ ଚେଷ୍ଟା କର।” ଛିଡ଼ା ହୁଅ। ମୁଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି। ସେ ମୋତେ ଏହିକଥା କହିବାରୁ ମୁଁ କମ୍ପିତ ହୋଇ ଛିଡ଼ା ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମୋତେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ;” ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମୋତେ କହିଲେ, ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।