Daniel 10:12 — Compare Translations

5 translations compared side by side

Odia - 1840
"ତା'ପ ରେ ସେ ମାେତେ କହିଲେ, ' ହେ ଦାନିୟେଲ, ଭୟ କରନାହିଁ କାରଣ ତୁମ୍ଭେ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ବରଙ୍କର ସାକ୍ଷାତ ରେ ନିଜକୁ ନମ୍ର କଲ। ସହେି ଦିନଠାରୁ ତୁମ୍ଭର ବାକ୍ଯ ଶୁଣାୟାଇଛି। ମୁଁ ତୁମ୍ଭ ପାଖକୁ ଆସିଲି କାରଣ ତୁମ୍ଭେ ପ୍ରାର୍ଥନା କରି ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ମୋତେ କହିଲେ, ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ଵରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ମୋତେ କହିଲେ, “ହେ ଦାନିୟେଲ, ଭୟ କର ନାହିଁ କାରଣ ତୁମ୍ଭେ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କର ସାକ୍ଷାତରେ ନିଜକୁ ନମ୍ର କଲ। ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଯାଇଛି। ମୁଁ ତୁମ୍ଭ ପାଖକୁ ଆସିଲି କାରଣ ତୁମ୍ଭେ ପ୍ରାର୍ଥନା କରି ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ମୋତେ କହିଲେ, “ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ମୋତେ କହିଲେ, ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ।