Daniel 10:13 — Compare Translations
5 translations compared side by side
Odia - 1840
"ମାତ୍ର ପାରସ୍ଯ ରାଜ୍ଯର ରାଜକୁମାର ଏକୋଇଶ ଦିନ ପର୍ୟ୍ଯନ୍ତ ଆମ୍ଭକୁ ବାଧା ଦଲୋ, ଆଉ ଦୂତମାନଙ୍କ ମଧିଅରେ ପ୍ରଧାନ ମୀଖାଯଲେ ମାେତେ ସାହାୟ୍ଯ କରିବାକୁ ଆସିଲେ। କାରଣ ପାରସ୍ଯର ରାଜକୁମାର ମାେତେ ପଛରୁ ଟାଣି ଧରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେସ୍ଥାନରେ ପାରସ୍ୟର ରାଜଗଣର ସଙ୍ଗରେ ରହିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ପାରସ୍ୟ ରାଜ୍ୟର ରାଜକୁମାର ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭକୁ ବାଧା ଦେଲା, ଆଉ ଦୂତମାନଙ୍କ ମଧ୍ୟରେ ପ୍ରଧାନ ମୀଖାୟେଲ ମୋତେ ସାହାଯ୍ୟ କରିବାକୁ ଆସିଲେ। କାରଣ ପାରସ୍ୟର ରାଜକୁମାର ମୋତେ ପଛରୁ ଟାଣି ଧରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ।
Odia IRV 2017 (ଓଡିଆ ବାଇବେଲ)