Daniel 10:15 — Compare Translations
5 translations compared side by side
Odia - 1840
" ସେ ମାେତେ ଏହା କହିଲା ପ ରେ ମୁଁ ଭୂମିରେ ମୁହଁ ମାଡି ଅବାକ୍ ହାଇେ ରହିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ ଏରୂପ କଥା କହିଲା ଉତ୍ତାରେ ମୁଁ ଭୂମି ଆଡ଼େ ମୁଖ କରି ଅବାକ୍ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋତେ ଏହା କହିଲା ପରେ ମୁଁ ଭୂମିରେ ମୁହଁ ମାଡ଼ି ଅବାକ୍ ହୋଇ ରହିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋତେ ଏରୂପ କଥା କହିଲା ଉତ୍ତାରେ ମୁଁ ଭୂମି ଆଡ଼େ ମୁଖ କରି ଅବାକ୍ ହେଲି।
Odia IRV 2017 (ଓଡିଆ ବାଇବେଲ)
ସେ ମୋତେ ଏରୂପ କଥା କହିଲା ଉତ୍ତାରେ ମୁଁ ଭୂମି ଆଡ଼େ ମୁଖ କରି ଅବାକ୍ ହେଲି।