Daniel 10:16 — Compare Translations

5 translations compared side by side

Odia - 1840
"ସେତବେେଳେ ମନୁଷ୍ଯାକୃତି ଜଣେ ବ୍ଯକ୍ତି ମାରେ ଓଷ୍ଠଧାର ସ୍ପର୍ଶ କଲେ। ମାେ ସମ୍ମୁଖ ରେ ଛିଡା ହାଇେଥିବା ଲୋକକୁ ମୁଁ କହିଲି, ' ହେ ପ୍ରଭୁ, ଏହି ଦର୍ଶନ ଯୋଗୁଁ ମାରେ ବଦନୋ ମାେତେ କଷ୍ଟ ହେଉଛି। ଆଉ ମୁଁ କିଛି ବଳ ରଖି ପାରୁନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦେଖ, ମନୁଷ୍ୟ ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରା; କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ମନୁଷ୍ୟାକୃତି ଜଣେ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ। ମୋ’ ସମ୍ମୁଖରେ ଛିଡ଼ା ହୋଇଥିବା ଲୋକକୁ ମୁଁ କହିଲି, “ହେ ପ୍ରଭୁ, ଏହି ଦର୍ଶନ ଯୋଗୁଁ ମୋର ବେଦନା ମୋତେ କଷ୍ଟ ହେଉଛି। ଆଉ ମୁଁ କିଛି ବଳ ରଖି ପାରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦେଖ, ମନୁଷ୍ୟ-ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, “ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦେଖ, ମନୁଷ୍ୟ ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋ’ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।