Daniel 10:17 — Compare Translations
5 translations compared side by side
Odia - 1840
"ମୁଁ ଦାନିୟେଲ, ପ୍ରଭୁଙ୍କର ଦାସ। କିପରି ମାରେପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିବି। ମାରେ ଶକ୍ତି ନାହିଁ, ଏପରିକି ମୁଁ ନିଶ୍ବାସ ନଇେ ପାରୁନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରି ପାରେ? ସେହିକ୍ଷଣେ ମୋʼଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ଵାସ ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦାନିୟେଲ, ପ୍ରଭୁଙ୍କର ଦାସ। କିପରି ମୋର ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିବି। ମୋର ଶକ୍ତି ନାହିଁ, ଏପରିକି ମୁଁ ନିଶ୍ୱାସ ନେଇ ପାରୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିପାରେ? ସେହିକ୍ଷଣେ ମୋʼ ଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ୱାସ ରହିଲା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋ’ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରି ପାରେ? ସେହିକ୍ଷଣେ ମୋ’ଠାରେ କିଛି ବଳ ଅବା ମୋ’ ମଧ୍ୟରେ ଶ୍ୱାସ ରହିଲା ନାହିଁ।