Daniel 10:18 — Compare Translations
5 translations compared side by side
Odia - 1840
" ସେତବେେଳେ ମନୁଷ୍ଯାକୃତି ଜଣେ ବ୍ଯକ୍ତି ପୁନର୍ବାର ମାେତେ ସ୍ପର୍ଶ କଲେ ଓ ମୁଁ ପୁଣି ସବଳ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ମନୁଷ୍ୟାକୃତି ଜଣେ ବ୍ୟକ୍ତି ପୁନର୍ବାର ମୋତେ ସ୍ପର୍ଶ କଲେ ଓ ମୁଁ ପୁଣି ସବଳ ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ।