Daniel 10:2 — Compare Translations
5 translations compared side by side
Odia - 1840
" ସହେି ସମୟରେ ମୁଁ, ଦାନିୟେଲ ତିନି ସପ୍ତାହ ପର୍ୟ୍ଯନ୍ତ ଶାେକ କରୁଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ମୁଁ ଦାନିୟେଲ ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ମୁଁ, ଦାନିୟେଲ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ମୁଁ, ଦାନିୟେଲ, ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ମୁଁ, ଦାନିୟେଲ, ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।