Daniel 10:20 — Compare Translations

5 translations compared side by side

Odia - 1840
" ତେଣୁ ସେ କହିଲେ, ' ହେ ଦାନିୟେଲ, ଆମ୍ଭେ ତୁମ୍ଭ ନିକଟକୁ କାହିଁକି ଆସିଅଛୁ ତୁମ୍ଭେ ଜାଣକି? ଏବେ ଆମ୍ଭେ ପାରସ୍ଯର ଅଧିପତି ସଙ୍ଗେ ୟୁଦ୍ଧ କରିବାକୁ ଫରେିୟିବା। ଆଉ ଆମ୍ଭେ ଗଲାପ ରେ ଗ୍ରୀସର ଅଧିପତି ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲେ, ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍ର ଅଧିପତି ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ କହିଲେ, “ହେ ଦାନିୟେଲ, ଆମ୍ଭେ ତୁମ୍ଭ ନିକଟକୁ କାହିଁକି ଆସିଅଛୁ ତୁମ୍ଭେ ଜାଣକି? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବାକୁ ଫେରିଯିବା। ଆଉ ଆମ୍ଭେ ଗଲାପରେ ଗ୍ରୀ‌‌ସ୍‌‌ର ଅଧିପତି ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍‍ର ଅଧିପତି ଆସିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍‍ର ଅଧିପତି ଆସିବ।