Daniel 10:4 — Compare Translations
5 translations compared side by side
Odia - 1840
"ବର୍ଷର ପ୍ରଥମ ମାସର ଚତୁର୍ବିଂଶ ଦିବସ ରେ ମୁଁ ଟାଇଗ୍ରୀସ ନାମକ ମହାନଦୀ ତୀର ରେ ଠିଆ ହାଇେଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ,
Odia Bible ERV 2004 (ପବିତ୍ର ବାଇବଲ)
ବର୍ଷର ପ୍ରଥମ ମାସର ଚତୁର୍ବିଂଶ ଦିବସରେ ମୁଁ ଟାଇଗ୍ରୀସ୍ ନାମକ ମହାନଦୀ ତୀରରେ ଠିଆ ହୋଇଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ,