Daniel 10:5 — Compare Translations

5 translations compared side by side

Odia - 1840
"ସଠାେ ରେ ଛିଡା ହାଇେଥିଲା ବେଳେ ମୁଁ, ଶୁକ୍ଲ ବସ୍ତ୍ର ପରିହିତ ଓ ସୁବର୍ଣ୍ଣର ଏକ ବନ୍ଧନୀ କଟୀ ଦେଶ ରେ ଥିବା ଏକ ମନୁଷ୍ଯକୁ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଚକ୍ଷୁ ମେଲି ଦୃଷ୍ଟି କଲି, ଆଉ ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟୀ ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଛିଡ଼ା ହୋଇଥିଲା ବେଳେ ମୁଁ, ଶୁକ୍ଳବସ୍ତ୍ର ପରିହିତ ଓ ସୁବର୍ଣ୍ଣର ଏକ ବନ୍ଧନୀ କଟି ଦେଶରେ ଥିବା ଏକ ମନୁଷ୍ୟକୁ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟି ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;
Odia IRV 2017 (ଓଡିଆ ବାଇବେଲ)
ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟୀ ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;