Daniel 10:6 — Compare Translations
5 translations compared side by side
Odia - 1840
"ତାହାଙ୍କ ଶରୀର ମଣି ତୁଲ୍ଯ ଚକମକ କରୁଥିଲା, ତାଙ୍କର ମୁଖ ଉଜ୍ଜ୍ବଳ ବୁଦ୍ଯୁତ୍ର ଆଲୋକ ତୁଲ୍ଯ, ଚକ୍ଷୁ ଜ୍ବଳନ୍ତ ମଶାଲ ତୁଲ୍ଯ ଓ ତାହାଙ୍କ ହସ୍ତ ଓ ପାଦ ପରିସ୍କୃତ ପିତ୍ତଳର ଆଭା ତୁଲ୍ଯ ଥିଲା। ଆଉ ତାଙ୍କର ସ୍ବର ଜନଗହଳିର ରବତୁଲ୍ଯ ଉଚ୍ଚ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ତାଙ୍କ ଶରୀର ବୈଦୂର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ଵଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକାରଣ୍ୟର ରବ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ଶରୀର ମଣି ତୁଲ୍ୟ ଚକମକ କରୁଥିଲା, ତାଙ୍କର ମୁଖ ଉଜ୍ଜ୍ୱଳ ବିଦ୍ୟୁତ୍ର ଆଲୋକ ତୁଲ୍ୟ, ଚକ୍ଷୁ ଜ୍ୱଳନ୍ତ ମଶାଲ ତୁଲ୍ୟ ଓ ତାହାଙ୍କ ହସ୍ତ ଓ ପାଦ ପରିସ୍କୃତ ପିତ୍ତଳର ଆଭା ତୁଲ୍ୟ ଥିଲା। ଆଉ ତାଙ୍କର ସ୍ୱର ଜନଗହଳିର ରବତୁଲ୍ୟ ଉଚ୍ଚ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ତାଙ୍କ ଶରୀର ବୈଦୁର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତ୍ର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ୱଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକସମୂହର ରବ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ତାଙ୍କ ଶରୀର ବୈଦୁର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତ୍ର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ୱଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକସମୂହର ରବ ତୁଲ୍ୟ।