Daniel 10:7 — Compare Translations
5 translations compared side by side
Odia - 1840
"ପୁଣି ମୁଁ ଦାନିୟେଲ, ଏକାକୀ ସହେି ଦର୍ଶନ ଦେଖିଲି। କାରଣ ମାରେ ସାଥୀମାନେ ସହେି ଦର୍ଶନ ଦେଖିଲେ ନାହିଁ, ସମାନେେ ଅତ୍ଯନ୍ତ ଭୟଭୀତ ହାଇେ ଲୁଚି ପଳାଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ଦାନିୟେଲ ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣାମାନଙ୍କୁ ଲୁଚାଇବା ପାଇଁ ପଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି। କାରଣ ମୋର ସାଥୀମାନେ ସେହି ଦର୍ଶନ ଦେଖିଲେ ନାହିଁ, ସେମାନେ ଅତ୍ୟନ୍ତ ଭୟଭୀତ ହୋଇ ଲୁଚି ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ।