Daniel 10:8 — Compare Translations

5 translations compared side by side

Odia - 1840
"ତହିଁରେ ମୁଁ ଏକାକୀ ରହି ସହେି ମହା ଦର୍ଶନ ଦେଖିଲି। ମୁଁ ଅତ୍ଯନ୍ତ ଭୟଭୀତ ହାଇେ ମାରେ ସମସ୍ତ ଶକ୍ତି ହରାଇଲି। ମାରେ ମୁଖ ମୃତ ବ୍ଯକ୍ତିର ମୁଖପରି ରକ୍ତହୀନ ହାଇଗେଲା ଓ ମୁଁ ଅସହାୟ ବୋଧ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ଓ ମୋʼଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ମୁଁ ଏକାକୀ ରହି ସେହି ମହା ଦର୍ଶନ ଦେଖିଲି। ମୁଁ ଅତ୍ୟନ୍ତ ଭୟଭୀତ ହୋଇ ମୋର ସମସ୍ତ ଶକ୍ତି ହରାଇଲି। ମୋର ମୁଖ ମୃତ ବ୍ୟକ୍ତିର ମୁଖପରି ରକ୍ତହୀନ ହୋଇଗଲା ଓ ମୁଁ ଅସହାୟ ବୋଧ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ଏକାକୀ ରହି ଏହି ମହା ଦର୍ଶନ ଦେଖିଲି ଓ ମୋʼ ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ଓ ମୋ’ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।