Daniel 10:9 — Compare Translations
5 translations compared side by side
Odia - 1840
"ସେତବେେଳେ ମୁଁ ତାଙ୍କର ବାକ୍ଯର ସ୍ବର ଶୁଣିଲି, ଆଉ ଯେତବେେଳେ ସହେି ବାକ୍ଯର ରବ ଶୁଣିଲି, ମୁଁ ମୁହଁ ମାଡି ଗଭୀର ନିଦ୍ରା ରେ ଶାଇଗେଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ମୁଁ ତାଙ୍କର ବାକ୍ୟର ସ୍ୱର ଶୁଣିଲି, ଆଉ ଯେତେବେଳେ ସେହି ବାକ୍ୟର ରବ ଶୁଣିଲି, ମୁଁ ମୁହଁ ମାଡ଼ି ଗଭୀର ନିଦ୍ରାରେ ଶୋଇଗଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି।
Odia IRV 2017 (ଓଡିଆ ବାଇବେଲ)
ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି।