Daniel 11:10 — Compare Translations
5 translations compared side by side
Odia - 1840
"ଆଉ ତାହା ପୁତ୍ରଗଣ ୟୁଦ୍ଧ କରିବେ। ସମାନେେ ଏକ ବିରାଟ ସୈନ୍ଯବାହିନୀ ସଂଗ୍ରହ କରିବେ। ଆଉ ଦକ୍ଷିଣ ରେ ସମାନେେ ବନ୍ଯାଜଳ ତୁଲ୍ଯ ଉଚ୍ଛୁଳି ବହିଯିବେ। ଏବଂ ସମାନେେ ଦକ୍ଷିଣ ରାଜାଙ୍କର ଦୁର୍ଗ ପର୍ୟ୍ଯନ୍ତ ୟୁଦ୍ଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା ସୈନିକ-ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲିଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ତାହା ପୁତ୍ରଗଣ ଯୁଦ୍ଧ କରିବେ। ସେମାନେ ଏକ ବିରାଟ ସୈନ୍ୟବାହିନୀ ସଂଗ୍ରହ କରିବେ। ଆଉ ଦକ୍ଷିଣରେ ସେମାନେ ବନ୍ୟାଜଳ ତୁଲ୍ୟ ଉଚ୍ଛୁଳି ବହିଯିବେ। ଏବଂ ସେମାନେ ଦକ୍ଷିଣ ରାଜାଙ୍କର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା-ସୈନିକ ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲିଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା-ସୈନିକ ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲି ଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।