Daniel 11:12 — Compare Translations

5 translations compared side by side

Odia - 1840
"ଉତ୍ତରର ରାଜା ହାରିବା ପ ରେ ତାଙ୍କର ସୈନ୍ଯମାନଙ୍କୁ ବନ୍ଦୀକରି ନିଆୟିବ ଓ ଦକ୍ଷିଣ ଦେଶର ରାଜା ଗର୍ବିତ ହାଇେ ହଜାର ହଜାର ସୈନ୍ଯଙ୍କୁ ବଧ କରିବ। ତଥାପି ସେ ନିଯନ୍ତ୍ରଣ ରେ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଜନତା ଉତ୍ଥାପିତ ହେଲେ, ତାହାର ଚିତ୍ତ ଗର୍ବିତ ହେବ ଓ ସେ ଅୟୁତ ଅୟୁତ ଲୋକଙ୍କୁ ନିପାତ କରିବ; ତଥାପି ସେ ଜୟଯୁକ୍ତ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତରର ରାଜା ହାରିବା ପରେ ତାଙ୍କର ସୈନ୍ୟମାନଙ୍କୁ ବନ୍ଦୀକରି ନିଆଯିବ ଓ ଦକ୍ଷିଣ ଦେଶର ରାଜା ଗର୍ବିତ ହୋଇ ହଜାର ହଜାର ସୈନ୍ୟଙ୍କୁ ବଧ କରିବ। ତଥାପି ସେ ନିୟନ୍ତ୍ରଣରେ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଜନତା ଉତ୍ଥାପିତ ହେଲେ, ତାହାର ଚିତ୍ତ ଗର୍ବିତ ହେବ ଓ ସେ ଅୟୁତ ଅୟୁତ ଲୋକଙ୍କୁ ନିପାତ କରିବ; ତଥାପି ସେ ଜୟଯୁକ୍ତ ନୋହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଜନତା ଉତ୍‍ଥାପିତ ହେଲେ, ତାହାର ଚିତ୍ତ ଗର୍ବିତ ହେବ ଓ ସେ ଅୟୁତ ଅୟୁତ ଲୋକଙ୍କୁ ନିପାତ କରିବ; ତଥାପି ସେ ଜୟଯୁକ୍ତ ନୋହିବ।