Daniel 11:13 — Compare Translations

5 translations compared side by side

Odia - 1840
"ଆଉ ଉତ୍ତର ଦେଶର ରାଜା ଫରେି ଏକ ବୃହତ୍ ସୈନ୍ଯ ବାହିନୀ ସଂଗ୍ରହ କରିବ। ବହୁ ବର୍ଷ ପ ରେ ପୂର୍ବାପେକ୍ଷା ବିପୁଳ ସୈନ୍ଯ ସାମନ୍ତ ନଇେ ଦକ୍ଷିଣ ଦେଶ ଆକ୍ରମଣ କରିବ। ସହେି ସୈନ୍ଯମାନଙ୍କ ହସ୍ତ ରେ ବିପୁଳ ଅସ୍ତ୍ର ଶସ୍ତ୍ର ରହିବ ଓ ସମାନେେ ୟୁଦ୍ଧ ପାଇଁ ପ୍ରସ୍ତୁତ ହାଇେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଉତ୍ତର ଦେଶର ରାଜା ଫେରି ପୂର୍ବ ଅପେକ୍ଷା ଏକ ବୃହତ୍ ଜନତା ସଂଗ୍ରହ କରିବ; ପୁଣି ସେ, କାଳର ଅର୍ଥାତ୍, ବର୍ଷମାନର ଶେଷରେ ମହାସୈନ୍ୟ ଓ ଅପାର ସାମଗ୍ରୀ ନେଇ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଉତ୍ତର ଦେଶର ରାଜା ଫେରି ଏକ ବୃହତ୍ ସୈନ୍ୟବାହିନୀ ସଂଗ୍ରହ କରିବ। ବହୁ ବର୍ଷ ପରେ ପୂର୍ବାପେକ୍ଷା ବିପୁଳ ସୈନ୍ୟ ସାମନ୍ତ ନେଇ ଦକ୍ଷିଣ ଦେଶ ଆକ୍ରମଣ କରିବ। ସେହି ସୈନ୍ୟମାନଙ୍କ ହସ୍ତରେ ବିପୁଳ ଅସ୍ତ୍ର ଶସ୍ତ୍ର ରହିବ ଓ ସେମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଉତ୍ତର ଦେଶର ରାଜା ଫେରି ପୂର୍ବ ଅପେକ୍ଷା ଏକ ବୃହତ ଜନତା ସଂଗ୍ରହ କରିବ; ପୁଣି ସେ, କାଳର ଅର୍ଥାତ୍‍, ବର୍ଷମାନର ଶେଷରେ ମହାସୈନ୍ୟ ଓ ଅପାର ସାମଗ୍ରୀ ନେଇ ଆସିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଉତ୍ତର ଦେଶର ରାଜା ଫେରି ପୂର୍ବ ଅପେକ୍ଷା ଏକ ବୃହତ୍‍ ଜନତା ସଂଗ୍ରହ କରିବ; ପୁଣି ସେ, କାଳର ଅର୍ଥାତ୍‍, ବର୍ଷମାନର ଶେଷରେ ମହାସୈନ୍ୟ ଓ ଅପାର ସାମଗ୍ରୀ ନେଇ ଆସିବ।