Daniel 11:14 — Compare Translations

5 translations compared side by side

Odia - 1840
"ସେ ସମୟରେ ଅନକେ ଲୋକ ଦକ୍ଷିଣ ଦେଶ ବିରୁଦ୍ଧ ରେ ଉଠିବେ। ତୁମ୍ଭ ଲୋକମାନଙ୍କ ମଧିଅରେ ବିଦ୍ରୋହୀମାନେ ଦକ୍ଷିଣ ଦେଶୀଯ ବିରୁଦ୍ଧ ରେ ଏହି ଦର୍ଶନ ପାଇଁ ୟୁଦ୍ଧ କରିବେ। ମାତ୍ର ସମାନେେ ପତିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ସମୟରେ ଅନେକ ଲୋକ ଦକ୍ଷିଣ ଦେଶ ବିରୁଦ୍ଧରେ ଉଠିବେ। ତୁମ୍ଭ ଲୋକମାନଙ୍କ ମଧ୍ୟରେ ବିଦ୍ରୋହୀମାନେ ଦକ୍ଷିଣ ଦେଶୀୟ ବିରୁଦ୍ଧରେ ଏହି ଦର୍ଶନ ପାଇଁ ଯୁଦ୍ଧ କରିବେ। ମାତ୍ର ସେମାନେ ପତିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ।