Daniel 11:15 — Compare Translations

5 translations compared side by side

Odia - 1840
"ଏହି ରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡବନ୍ଦୀ କରି ସୁଦୃଢ ନଗର ହସ୍ତଗତ କରିବ। ସେତବେେଳେ ଦକ୍ଷିଣ ଦେଶର ସୈନ୍ଯବାହିନୀ ଓ ମନୋନୀତ ଲୋକମାନେ ତାଙ୍କୁ ପ୍ରତିରୋଧ କରିପାରିବେ ନାହିଁ। ଏପରିକି ମହାଶକ୍ତିଶାଳୀ ସୈନ୍ଯମାନେ ମଧ୍ଯ ତାଙ୍କୁ ବାଧା ଦଇେ ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ। ସେତେବେଳେ ଦକ୍ଷିଣ ଦେଶର ସୈନ୍ୟବାହିନୀ ଓ ମନୋନୀତ ଲୋକମାନେ ତାଙ୍କୁ ପ୍ରତିରୋଧ କରି ପାରିବେ ନାହିଁ। ଏପରିକି ମହାଶକ୍ତିଶାଳୀ ସୈନ୍ୟମାନେ ମଧ୍ୟ ତାଙ୍କୁ ବାଧା ଦେଇ ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ।