Daniel 11:16 — Compare Translations
5 translations compared side by side
Odia - 1840
"ଉତ୍ତର ଦେଶର ରାଜା ନିଜ ଇଚ୍ଛାନୁସା ରେ ସମାନଙ୍କେ ବିରୁଦ୍ଧ ରେ କାର୍ୟ୍ଯ କରିବ। ତା'ର ବିପକ୍ଷ ରେ କହେି ଠିଆ ହବେେ ନାହିଁ। ଆଉ ସେ ସହେି ପବିତ୍ର ଦେଶ ରେ ଠିଆ ହବେ ଓ ତାହା ହସ୍ତ ରେ ବିନାଶର ଶକ୍ତି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଉତ୍ତର ଦେଶର ରାଜା ନିଜ ଇଚ୍ଛାନୁସାରେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ। ତା’ର ବିପକ୍ଷରେ କେହି ଠିଆ ହେବେ ନାହିଁ। ଆଉ ସେ ସେହି ପବିତ୍ର ଦେଶରେ ଠିଆ ହେବ ଓ ତାହା ହସ୍ତରେ ବିନାଶର ଶକ୍ତି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ (ଇସ୍ରାଏଲ) ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ (ଇସ୍ରାଏଲ) ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ।