Daniel 11:17 — Compare Translations
5 translations compared side by side
Odia - 1840
"ଉତ୍ତର ଦେଶର ରାଜା ତାହାର ସମସ୍ତ ଶକ୍ତି ଦକ୍ଷିଣ ଦେଶ ବିରୁଦ୍ଧ ରେ ଲଗାଇବ। ସେ ଦକ୍ଷିଣ ଦେଶର ରାଜା ସହିତ ଏକ ଶାନ୍ତି ଚୁକ୍ତି କରିବ। ଏହାକୁ ନଷ୍ଟ କରିବା ପାଇଁ, ନିଜ କନ୍ଯାଗଣ ମଧ୍ଯରୁ ଜଣକୁ ଦକ୍ଷିଣର ରାଜା ସହିତ ବିବାହ ଦବେ। ତା'ର ଯୋଜନା ଫଳପ୍ରଦ ଦବେ ନାହିଁ କି ତାକୁ କହେି ସାହାୟ୍ଯ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆପଣା ସମୁଦାୟ ରାଜ୍ୟର ପରାକ୍ରମ ସହିତ ଆସିବା ପାଇଁ ଆପଣା ମନସ୍ଥ କରିବ ଓ ସରଳ ଲୋକମାନେ ତାହା ସଙ୍ଗରେ ଆସିବେ; ସେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରିବ; ସେ ନଷ୍ଟ କରିବା ପାଇଁ ନାରୀଗଣର କନ୍ୟା ତାହାକୁ ଦେବ; ମାତ୍ର କନ୍ୟା ସ୍ଥିର ରହିବ ନାହିଁ, କିଅବା ତାହା ପାଇଁ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତର ଦେଶର ରାଜା ତାହାର ସମସ୍ତ ଶକ୍ତି ଦକ୍ଷିଣ ଦେଶ ବିରୁଦ୍ଧରେ ଲଗାଇବ। ସେ ଦକ୍ଷିଣ ଦେଶର ରାଜା ସହିତ ଏକ ଶାନ୍ତି ଚୁକ୍ତି କରିବ। ଏହାକୁ ନଷ୍ଟ କରିବା ପାଇଁ, ନିଜ କନ୍ୟାଗଣ ମଧ୍ୟରୁ ଜଣକୁ ଦକ୍ଷିଣର ରାଜା ସହିତ ବିବାହ ଦେବ। ତା’ର ଯୋଜନା ଫଳପ୍ରଦ ଦେବ ନାହିଁ କି ତାକୁ କେହି ସାହାଯ୍ୟ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ସମୁଦାୟ ରାଜ୍ୟର ପରାକ୍ରମ ସହିତ ଆସିବା ପାଇଁ ଆପଣା ମନସ୍ଥ କରିବ ଓ ସରଳ ଲୋକମାନେ ତାହା ସଙ୍ଗରେ ଆସିବେ; ସେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରିବ; ସେ ନଷ୍ଟ କରିବା ପାଇଁ ନାରୀଗଣର କନ୍ୟା ତାହାକୁ ଦେବ; ମାତ୍ର କନ୍ୟା ସ୍ଥିର ରହିବ ନାହିଁ, କିଅବା ତାହା ପାଇଁ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)