Daniel 11:18 — Compare Translations

5 translations compared side by side

Odia - 1840
"ଏହାପ ରେ ସେ ଉପକୂଳବର୍ତ୍ତୀ ଅଞ୍ଚଳ ବିରୁଦ୍ଧ ରେ ୟାଇ ଅନକଙ୍କେୁ କାବୁ କରିବ। ମାତ୍ର ଜଣେ ଅଧିପତି ତାକୁ ପରାସ୍ତ କରିବ। ସେ ତାହା ବିରୁଦ୍ଧ ରେ ୟାଇ ତାକୁ ଅପମାନିତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ଦ୍ଵୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ସେ ଉପକୂଳବର୍ତ୍ତୀ ଅଞ୍ଚଳ ବିରୁଦ୍ଧରେ ଯାଇ ଅନେକଙ୍କୁ କାବୁ କରିବ। ମାତ୍ର ଜଣେ ଅଧିପତି ତାକୁ ପରାସ୍ତ କରିବ। ସେ ତାହା ବିରୁଦ୍ଧରେ ଯାଇ ତାକୁ ଅପମାନିତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ।