Daniel 11:19 — Compare Translations

5 translations compared side by side

Odia - 1840
"ଏହାପ ରେ ସେ ଆପଣା ଦେଶର ଦୁର୍ଗ ଆଡେ ଫରେିବ ମାତ୍ର ସଠାେ ରେ ତା'ର ପତନ ଘଟିବ ଓ ସେ ଶଷେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଆପଣା ଦେଶର ଦୁର୍ଗସକଳର ଆଡ଼େ ଫେରିବ; ମାତ୍ର ସେ ଝୁଣ୍ଟି ପତିତ ହେବ; ପୁଣି, ଦେଖାଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ସେ ଆପଣା ଦେଶର ଦୁର୍ଗ ଆଡ଼େ ଫେରିବ ମାତ୍ର ସେଠାରେ ତା’ର ପତନ ଘଟିବ ଓ ସେ ଶେଷ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଆପଣା ଦେଶର ଦୁର୍ଗସକଳର ଆଡ଼େ ଫେରିବ; ମାତ୍ର ସେ ଝୁଣ୍ଟି ପତିତ ହେବ; ପୁଣି, ଦେଖାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଆପଣା ଦେଶର ଦୁର୍ଗସକଳର ଆଡ଼େ ଫେରିବ; ମାତ୍ର ସେ ଝୁଣ୍ଟି ପତିତ ହେବ; ପୁଣି, ଦେଖାଯିବ ନାହିଁ।