Daniel 11:2 — Compare Translations

5 translations compared side by side

Odia - 1840
"'ବର୍ତ୍ତମାନ, ହେ ଦାନିୟେଲ, ଆମ୍ଭେ ତୁମ୍ଭକୁ ସତ୍ଯ କଥା ଜଣାଇବା। ପାରସ୍ଯର ଆଉ ତିନି ରାଜା ଜନ୍ମ ନବେେ। ତା'ପ ରେ ଚତୁର୍ଥ ରାଜା ଯେ ଆସିବ, ସେ ସବୁଠାରୁ ଅଧିକ ଧନଶାଳୀ ହବେ। ଆଉ ଆପଣା ଧନ ରେ ବଳବାନ ହବେ ଓ ଗ୍ରୀସ ରାଜ୍ଯ ବିରୁଦ୍ଧ ରେ ସମସ୍ତଙ୍କୁ ଉତ୍ତଜେିତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା । ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ, ହେ ଦାନିୟେଲ, ଆମ୍ଭେ ତୁମ୍ଭକୁ ସତ୍ୟ କଥା ଜଣାଇବା। ପାରସ୍ୟର ଆଉ ତିନି ରାଜା ଜନ୍ମ ନେବେ। ତା’ପରେ ଚତୁର୍ଥ ରାଜା ଯେ ଆସିବ, ସେ ସବୁଠାରୁ ଅଧିକ ଧନଶାଳୀ ହେବ। ଆଉ ଆପଣା ଧନରେ ବଳବାନ ହେବ ଓ ଗ୍ରୀସ୍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା। ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେହି ସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍‍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ।
Odia IRV 2017 (ଓଡିଆ ବାଇବେଲ)