Daniel 11:20 — Compare Translations

5 translations compared side by side

Odia - 1840
"ସେ ଉତ୍ତର ଦେଶର ରାଜାଙ୍କ ଅନ୍ତେ ଜଣେ ନୂତନ ରାଜା ଆସିବେ। ସେ ରାଜା ଜଣଙ୍କ ରାଜକୀଯ ପରିବାରରୁ ଆସିବେ ନାହିଁ। ନିଜର ସୁଖ ବୃଦ୍ଧି ପାଇଁ ଧନ ଉପାର୍ଜନ କରିବା ନିମନ୍ତେ ଜଣେ କରଆଦାଯକାରୀଙ୍କୁ ନିୟୁକ୍ତି କରିବ। ମାତ୍ର ଅଳ୍ପଦିନ ପ ରେ, ସେ ବିନଷ୍ଟ ହବେ, ମାତ୍ର କୋରଧ ରେ ନୁହେଁ କି ୟୁଦ୍ଧ ରେ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟ ଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ଉତ୍ତର ଦେଶର ରାଜାଙ୍କ ଅନ୍ତେ ଜଣେ ନୂତନ ରାଜା ଆସିବେ। ସେ ରାଜା ଜଣଙ୍କ ରାଜକୀୟ ପରିବାରରୁ ଆସିବେ ନାହିଁ। ନିଜର ସୁଖ ବୃଦ୍ଧି ପାଇଁ ଧନ ଉପାର୍ଜନ କରିବା ନିମନ୍ତେ ଜଣେ କରଆଦାୟକାରୀଙ୍କୁ ନିଯୁକ୍ତ କରିବ। ମାତ୍ର ଅଳ୍ପଦିନ ପରେ, ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ କି ଯୁଦ୍ଧରେ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟ ଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ।