Daniel 11:21 — Compare Translations

5 translations compared side by side

Odia - 1840
"ଜଣେ ନିଷ୍ଠୁର ଓ ଘୃଣ୍ଯ ବ୍ଯକ୍ତି ତାଙ୍କ ପ ରେ ରାଜ୍ଯ ପ୍ରାପ୍ତ ହବେ। ମାତ୍ର ସେ ନିରାପଦ ସମୟରେ ଆସିବ ଓ ଗ୍ଭଟବାକ୍ଯଦ୍ବାରା ରାଜ୍ଯ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚି; ସମୟରେ ଆସିବ ଓ ଚାଟୁବାକ୍ୟ-ଦ୍ଵାରା ରାଜ୍ୟ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ଜଣେ ନିଷ୍ଠୁର ଓ ଘୃଣ୍ୟ ବ୍ୟକ୍ତି ତାଙ୍କ ପରେ ରାଜ୍ୟ ପ୍ରାପ୍ତ ହେବ। ମାତ୍ର ସେ ନିରାପଦ ସମୟରେ ଆସିବ ଓ ଗ୍ଭଟୁବାକ୍ୟଦ୍ୱାରା ରାଜ୍ୟ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚିନ୍ତ ସମୟରେ ଆସିବ ଓ ଚାଟୁବାକ୍ୟ ଦ୍ୱାରା ରାଜ୍ୟ ପାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚିନ୍ତ ସମୟରେ ଆସିବ ଓ ଚାଟୁବାକ୍ୟ ଦ୍ୱାରା ରାଜ୍ୟ ପାଇବ।