Daniel 11:22 — Compare Translations

5 translations compared side by side

Odia - 1840
"ସେ ବୃହତ ଓ ଶକ୍ତିଶାଳୀ ସୈନ୍ଯବାହିନୀକୁ ପରାସ୍ତ କରିବ ଓ ସେ ପରମେଶ୍ବରଙ୍କ, ଲୋକମାନଙ୍କ ଦ୍ବାରା ମନୋନୀତ ଅଧିପତିକୁ ଧ୍ବଂସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ଲାବନରୂପ ସୈନ୍ୟଦଳ ଦ୍ଵାରା ସେମାନେ ତାହା ସମ୍ମୁଖରୁ ବହି ଯିବେ ଓ ଭଗ୍ନ ହେବେ; ହଁ, ନିୟମର ଅଧିପତି ହିଁ ଭଗ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ବୃହତ ଓ ଶକ୍ତିଶାଳୀ ସୈନ୍ୟବାହିନୀକୁ ପରାସ୍ତ କରିବ ଓ ସେ ପରମେଶ୍ୱରଙ୍କ, ଲୋକମାନଙ୍କ ଦ୍ୱାରା ମନୋନୀତ ଅଧିପତିକୁ ଧ୍ୱଂସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପ୍ଲାବନରୂପ ସୈନ୍ୟଦଳ ଦ୍ୱାରା ସେମାନେ ତାହା ସମ୍ମୁଖରୁ ବହି ଯିବେ ଓ ଭଗ୍ନ ହେବେ; ହଁ, ନିୟମର ଅଧିପତି ମଧ୍ୟ ଭଗ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପ୍ଲାବନରୂପ ସୈନ୍ୟଦଳ ଦ୍ୱାରା ସେମାନେ ତାହା ସମ୍ମୁଖରୁ ବହି ଯିବେ ଓ ଭଗ୍ନ ହେବେ; ହଁ, ନିୟମର ଅଧିପତି ମଧ୍ୟ ଭଗ୍ନ ହେବ।