Daniel 11:24 — Compare Translations
5 translations compared side by side
Odia - 1840
"ଯେତବେେଳେ ଧନଶାଳୀ ଦେଶଗୁଡିକ ନିରାପଦ ଅନୁଭବ କରିବେ, ସେ ସମାନଙ୍କେୁ ଆକ୍ରମଣ କରିବ। ତାହା ପିତୃ ପିତାମହଗଣ ଯାହା କରିନଥିଲେ ସେ ତାହା କରିବ। ସେ ତାକୁ ବନ୍ଧୁମାନଙ୍କ ମଧିଅରେ ଲୁଣ୍ଠିତ ଦ୍ରବ୍ଯ ଅପହୃତ ବସ୍ତୁ ଓ ଧନ ବାଣ୍ଟି ଦବେ। ସେ ଅଳ୍ପ ସମୟ ପାଇଁ ସଫଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନିଶ୍ଚି; ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛିକାଳ କୌଶଳ କଳ୍ପନା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ଧନଶାଳୀ ଦେଶଗୁଡ଼ିକ ନିରାପଦ ଅନୁଭବ କରିବେ, ସେ ସେମାନଙ୍କୁ ଆକ୍ରମଣ କରିବ। ତାହା ପିତୃ ପିତାମହଗଣ ଯାହା କରି ନ ଥିଲେ ସେ ତାହା କରିବ। ସେ ତାକୁ ବନ୍ଧୁମାନଙ୍କ ମଧ୍ୟରେ ଲୁଣ୍ଠିତ ଦ୍ରବ୍ୟ ଅପହୃତ ବସ୍ତୁ ଓ ଧନ ବାଣ୍ଟି ଦେବ। ସେ ଅଳ୍ପ ସମୟ ପାଇଁ ସଫଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନିଶ୍ଚିନ୍ତ ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟିତ ଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛି କାଳ କୌଶଳ କଳ୍ପନା କରିବ।
Odia IRV 2017 (ଓଡିଆ ବାଇବେଲ)
ସେ ନିଶ୍ଚିନ୍ତ ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟିତ ଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛିକାଳ କୌଶଳ କଳ୍ପନା କରିବ।