Daniel 11:25 — Compare Translations
5 translations compared side by side
Odia - 1840
"ପୁଣି ସେ ମହା ସୈନ୍ଯଦଳ ସଙ୍ଗ ରେ ନଇେ ଦକ୍ଷିଣ ଦେଶ ବିରୁଦ୍ଧ ରେ ଆପଣା ବଳ ଓ ସାହାସ ଦଖାଇବେ। ତେଣୁ ଦକ୍ଷିଣ ଦେଶର ରାଜା ଅତି ବୃହତ୍ ଓ ପରାକ୍ରମୀ ସୈନ୍ଯଦଳ ଘନେି ତାହା ସଙ୍ଗେ ୟୁଦ୍ଧ କରିବ। ମାତ୍ର ସେ ସ୍ଥିର ହାଇେ ରହିବ ନାହିଁ, କାରଣ ସମାନେେ ତାହା ବିରୁଦ୍ଧ ରେ ନାନା କୌଶଳ କଳ୍ପନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମହାସୈନ୍ୟଦଳ ସଙ୍ଗେ ନେଇ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଆପଣା ବଳ ଓ ସାହସ ଉତ୍ତେଜିତ କରିବ; ତହିଁରେ ଦକ୍ଷିଣ ଦେଶର ରାଜା ଅତି ବୃହତ୍ ଓ ପରାକ୍ରା; ସୈନ୍ୟ ଘେନି ତାହା ସଙ୍ଗେ ଯୁଦ୍ଧ କରିବ; ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ; କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ସେ ମହା ସୈନ୍ୟଦଳ ସଙ୍ଗରେ ନେଇ ଦକ୍ଷିଣ ଦେଶ ବିରୁଦ୍ଧରେ ଆପଣା ବଳ ଓ ସାହସ ଦେଖାଇବ। ତେଣୁ ଦକ୍ଷିଣ ଦେଶର ରାଜା ଅତି ବୃହତ୍ ଓ ପରାକ୍ରମୀ ସୈନ୍ୟଦଳ ଘେନି ତାହା ସଙ୍ଗେ ଯୁଦ୍ଧ କରିବ। ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ, କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମହାସୈନ୍ୟଦଳ ସଙ୍ଗେ ନେଇ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଆପଣା ବଳ ଓ ସାହସ ଉତ୍ତେଜିତ କରିବ; ତହିଁରେ ଦକ୍ଷିଣ ଦେଶର ରାଜା ଅତି ବୃହତ ଓ ପରାକ୍ରାନ୍ତ ସୈନ୍ୟ ଘେନି ତାହା ସଙ୍ଗେ ଯୁଦ୍ଧ କରିବ; ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ; କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମହାସୈନ୍ୟଦଳ ସଙ୍ଗେ ନେଇ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଆପଣା ବଳ ଓ ସାହସ ଉତ୍ତେଜିତ କରିବ; ତହିଁରେ ଦକ୍ଷିଣ ଦେଶର ରାଜା ଅତି ବୃହତ୍ ଓ ପରାକ୍ରାନ୍ତ ସୈନ୍ୟ ଘେନି ତାହା ସଙ୍ଗେ ଯୁଦ୍ଧ କରିବ; ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ; କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ।