Daniel 11:26 — Compare Translations
5 translations compared side by side
Odia - 1840
"ଯେଉଁମାନେ ତା'ର ସପକ୍ଷ ରେ ଥିବେ ସମାନେେ ତାକୁ ବିନାଶ କରିବେ। ତା'ର ସୌନ୍ଯବାହିନୀ ପରାସ୍ତ ହେଲାପ ରେ ବହୁସୈନ୍ଯ ନିହତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତା’ର ସପକ୍ଷରେ ଥିବେ ସେମାନେ ତାକୁ ବିନାଶ କରିବେ। ତା’ର ସୈନ୍ୟବାହିନୀ ପରାସ୍ତ ହେଲା ପରେ ବହୁସୈନ୍ୟ ନିହତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ।