Daniel 11:27 — Compare Translations

5 translations compared side by side

Odia - 1840
"ପୁଣି ଦୁଇ ରାଜା ପରସ୍ପରର ଅନିଷ୍ଟ କରିବାକୁ ଚେଷ୍ଟା କରିବେ। ସମାନେେ ଏକା ମଜେ ଉପ ରେ ବସି ପରସ୍ପର ମିଥ୍ଯା କଥା କହିବେ। ମାତ୍ର ସମାନେେ ସଫଳ ହବେେ ନାହିଁ। କାରଣ ପରମେଶ୍ବର ସମାନଙ୍କେର ସମାପ୍ତ ପାଇଁ ଏକ ନିର୍ଦ୍ଦିଷ୍ଟ ସମୟ ନିରୂପଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଦୁଇ ରାଜା ପରସ୍ପରର ଅନିଷ୍ଟ କରିବାକୁ ଚେଷ୍ଟା କରିବେ। ସେମାନେ ଏକା ମେଜ ଉପରେ ବସି ପରସ୍ପର ମିଥ୍ୟା କଥା କହିବେ। ମାତ୍ର ସେମାନେ ସଫଳ ହେବେ ନାହିଁ। କାରଣ ପରମେଶ୍ୱର ସେମାନଙ୍କର ସମାପ୍ତ ପାଇଁ ଏକ ନିର୍ଦ୍ଦିଷ୍ଟ ସମୟ ନିରୂପଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ।