Daniel 11:28 — Compare Translations
5 translations compared side by side
Odia - 1840
"ତା'ପ ରେ ଉତ୍ତରର ରାଜା ଅନକେ ସମ୍ପତ୍ତି ନଇେ ନିଜ ଦେଶକୁ ଫରେିୟିବ। ତା'ର ଚିତ୍ତ ପବିତ୍ର ଚୁକ୍ତିର ପ୍ରତିକୂଳ ରେ ୟିବ। ସେ ପରମେଶ୍ବରଙ୍କର ଲୋକମାନଙ୍କୁ ଆକ୍ରମଣ କରିବ ଏବଂ ନିଜ ଇଚ୍ଛା ରେ କର୍ମ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରି ଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରି ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ଉତ୍ତରର ରାଜା ଅନେକ ସମ୍ପତ୍ତି ନେଇ ନିଜ ଦେଶକୁ ଫେରିଯିବ। ତା’ର ଚିତ୍ତ ପବିତ୍ର ଚୁକ୍ତିର ପ୍ରତିକୂଳରେ ଯିବ। ସେ ପରମେଶ୍ୱରଙ୍କର ଲୋକମାନଙ୍କୁ ଆକ୍ରମଣ କରିବ ଏବଂ ନିଜ ଇଚ୍ଛାରେ କର୍ମ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରିଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରିଯିବ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରି ଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରି ଯିବ।