Daniel 11:29 — Compare Translations

5 translations compared side by side

Odia - 1840
"'ନିରୂପିତ ସମୟରେ ସେ ପୁଣି ଦକ୍ଷିଣ ବିରୁଦ୍ଧ ରେ ୟିବ। ମାତ୍ର ପୂର୍ବପରି ସେ ଆଉ ସଫଳ ହବେନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବ କାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ନିରୂପିତ ସମୟରେ ସେ ପୁଣି ଦକ୍ଷିଣ ବିରୁଦ୍ଧରେ ଯିବ। ମାତ୍ର ପୂର୍ବପରି ସେ ଆଉ ସଫଳ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବକାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ।
Odia IRV 2017 (ଓଡିଆ ବାଇବେଲ)
ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବ କାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ।