Daniel 11:3 — Compare Translations

5 translations compared side by side

Odia - 1840
"ତା'ପ ରେ ଏକ ମହା ପରାକ୍ରମୀ ରାଜା ଉତ୍ପନ୍ନ ହବେ, ସେ ମହା କତ୍ତୃର୍ତ୍ବ ରେ ରାଜତ୍ବ କରିବ ଓ ସ୍ବେଚ୍ଛାଗ୍ଭରୀ ହାଇେ କର୍ମ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ଵରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଏକ ମହା ପରାକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହା କର୍ତ୍ତୃତ୍ୱରେ ରାଜତ୍ୱ କରିବ ଓ ସ୍ୱେଚ୍ଛାଗ୍ଭରୀ ହୋଇ କର୍ମ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ୱରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ୱରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ।