Daniel 11:30 — Compare Translations
5 translations compared side by side
Odia - 1840
"କାରଣ କିତ୍ତିମର ଜାହାଜ ସବୁ ତା'ର ବିରୁଦ୍ଧ ରେ ଆସିବ। ଏଥିପାଇଁ ସେ, ଦୁଃଖିତ ହାଇେ ଫରେିୟିବ ଓ ପବିତ୍ର ଚୁକ୍ତିର ପ୍ରତିକୂଳ ରେ କୋର୍ଧ କରି ସ୍ବେଚ୍ଛାମତେ କାର୍ୟ୍ଯ କରିବ। ସେ ଫରେିୟାଇ ପବିତ୍ର ଚୁକ୍ତି ଭଙ୍ଗକାରୀ ଲୋକଙ୍କ ସହିତ ୟୋଗ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କିତ୍ତିମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରି ଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରି ଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ କିତ୍ତିମର ଜାହାଜ ସବୁ ତା’ର ବିରୁଦ୍ଧରେ ଆସିବ। ଏଥିପାଇଁ ସେ, ଦୁଃଖିତ ହୋଇ ଫେରିଯିବ ଓ ପବିତ୍ର ଚୁକ୍ତିର ପ୍ରତିକୂଳରେ କ୍ରୋଧ କରି ସ୍ୱେଚ୍ଛାମତେ କାର୍ଯ୍ୟ କରିବ। ସେ ଫେରିଯାଇ ପବିତ୍ର ଚୁକ୍ତି ଭଙ୍ଗକାରୀ ଲୋକଙ୍କ ସହିତ ଯୋଗ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରିଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରିଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରି ଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରି ଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।