Daniel 11:31 — Compare Translations
5 translations compared side by side
Odia - 1840
"ଉତ୍ତରର ରାଜା ୟିରୁଶାଲମକୁ ସୈନ୍ଯଗଣ ପଠାଇଲେ ଏବଂ ମନ୍ଦିର ତିଆରି କଲେ ଏବଂ ଦୂର୍ଗକୁ ଅଶୁଚି କଲେ। ସମାନେେ ନିତ୍ଯ ନବୈେଦ୍ଯ ବନ୍ଦ କରିବେ ଏବଂ ଅତି ମନ୍ଦ ଘୃଣା ପ୍ରତି ମୂର୍ତ୍ତି ସ୍ଥାପନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତରର ରାଜା ଯିରୁଶାଲମକୁ ସୈନ୍ୟଗଣ ପଠାଇଲେ ଏବଂ ମନ୍ଦିର ତିଆରି କଲେ ଏବଂ ଦୁର୍ଗକୁ ଅଶୁଚି କଲେ। ସେମାନେ ନିତ୍ୟ ନୈବେଦ୍ୟ ବନ୍ଦ କରିବେ ଏବଂ ଅତି ମନ୍ଦ ଘୃଣା ପ୍ରତି ମୂର୍ତ୍ତି ସ୍ଥାପନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ।