Daniel 11:32 — Compare Translations
5 translations compared side by side
Odia - 1840
"' ସେ ଅବିଶ୍ବସ୍ତ ୟିହୁଦୀମାନଙ୍କୁ ଛଳନା କଥା କହି, ବିପଥଗାମୀ କରିବେ। ମାତ୍ର ଯେଉଁ ୟିହୁଦୀମାନେ ଆପଣା ପରମେଶ୍ବରଙ୍କୁ ଶକ୍ତିଶାଳୀ ବୋଲି ଜାଣନ୍ତି ସମାନେେ ମହତ୍କର୍ମ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ଵାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ଵରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ଅବିଶ୍ୱସ୍ତ ଯିହୁଦୀମାନଙ୍କୁ ଛଳନା କଥା କହି, ବିପଥଗାମୀ କରିବେ। ମାତ୍ର ଯେଉଁ ଯିହୁଦୀମାନେ ଆପଣା ପରମେଶ୍ୱରଙ୍କୁ ଶକ୍ତିଶାଳୀ ବୋଲି ଜାଣନ୍ତି ସେମାନେ ମହତ୍ କର୍ମ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ୱରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ୱରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ।