Daniel 11:33 — Compare Translations

5 translations compared side by side

Odia - 1840
"ଲୋକମାନଙ୍କ ମଧିଅରେ ଯେଉଁମାନେ ଜ୍ଞାନୀ, ସମାନେେ ଅନକଙ୍କେୁ ଉପଦେଶ ଦବେେ। ତଥାପି ବହୁଦିନ ପର୍ୟ୍ଯନ୍ତ ସମାନେେ ଖଡ୍ଗ ରେ, ଅଗ୍ନି ଶିଖା ରେ, ବନ୍ଦୀ ଅବସ୍ଥା ରେ ଓ ଲୁଟ ରେ ପତିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଲୋକମାନଙ୍କ ମଧ୍ୟରେ ଜ୍ଞାନୀମାନେ ଅନେକଙ୍କୁ ଉପଦେଶ ଦେବେ; ତଥାପି ଅନେକ ଦିନ ପର୍ଯ୍ୟନ୍ତ ସେମାନେ ଖଡ଼୍‍ଗରେ, ଅଗ୍ନିଶିଖାରେ, ବନ୍ଦୀଦଶାରେ ଓ ଲୁଟରେ ପତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଲୋକମାନଙ୍କ ମଧ୍ୟରେ ଯେଉଁମାନେ ଜ୍ଞାନୀ, ସେମାନେ ଅନେକଙ୍କୁ ଉପଦେଶ ଦେବେ। ତଥାପି ବହୁ ଦିନ ପର୍ଯ୍ୟନ୍ତ ସେମାନେ ‌‌ଖ‌ଡ଼୍‌ଗରେ, ଅଗ୍ନିଶିଖାରେ, ବନ୍ଦୀ ଅବସ୍ଥାରେ ଓ ଲୁ‌ଟ୍‌ରେ ପତିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଲୋକମାନଙ୍କ ମଧ୍ୟରେ ଜ୍ଞାନୀମାନେ ଅନେକଙ୍କୁ ଉପଦେଶ ଦେବେ; ତଥାପି ଅନେକ ଦିନ ପର୍ଯ୍ୟନ୍ତ ସେମାନେ ଖଡ୍ଗରେ, ଅଗ୍ନିଶିଖାରେ, ବନ୍ଦୀଦଶାରେ ଓ ଲୁଟରେ ପତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଲୋକମାନଙ୍କ ମଧ୍ୟରେ ଜ୍ଞାନୀମାନେ ଅନେକଙ୍କୁ ଉପଦେଶ ଦେବେ; ତଥାପି ଅନେକ ଦିନ ପର୍ଯ୍ୟନ୍ତ ସେମାନେ ଖଡ୍ଗରେ, ଅଗ୍ନିଶିଖାରେ, ବନ୍ଦୀଦଶାରେ ଓ ଲୁଟରେ ପତିତ ହେବେ।