Daniel 11:34 — Compare Translations
5 translations compared side by side
Odia - 1840
"ଯେ ତବେଳେ ସମାନେେ ପତିତ ହବେେ, ସେତବେେଳେ ସମାନେେ ଅଳ୍ପ ସାହାୟ୍ଯ ପ୍ରାପ୍ତ ହବେେ। ମାତ୍ର ଅନକେେ ଗ୍ଭଟୁକାର ସମାନଙ୍କେ ସଙ୍ଗେ ଯୋଗ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ଵାରା ସେମାନଙ୍କ ସଙ୍ଗେ ଯୋଗ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ। ମାତ୍ର ଅନେକେ ଗ୍ଭଟୁକାର ସେମାନଙ୍କ ସଙ୍ଗେ ଯୋଗ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କ ସହିତ ଯୋଗ ଦେବେ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କ ସହିତ ଯୋଗ ଦେବେ।