Daniel 11:35 — Compare Translations
5 translations compared side by side
Odia - 1840
"କେତକେ ଜ୍ଞାନୀ ଲୋକଙ୍କର ପତନ ଘଟିବ ଓ ସମାନେେ ଭୁଲ କରିବେ। ମାତ୍ର ସହେି ଜ୍ଞାନୀମାନେ ସମାନଙ୍କେୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଲୀକୃତ କରିବା ପାଇଁ ଶଷେ ସମୟ ପତିତ ହବେେ। ସହେି ସମୟ ଆସିବ ଯେତବେେଳେ ପରମେଶ୍ବର ନିଷ୍ପତ୍ତି କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଜ୍ଞାନୀ ଲୋକଙ୍କର ପତନ ଘଟିବ ଓ ସେମାନେ ଭୁଲ କରିବେ। ମାତ୍ର ସେହି ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ଶେଷ ସମୟ ପର୍ଯ୍ୟନ୍ତ ପତିତ ହେବେ। ସେହି ସମୟ ଆସିବ ଯେତେବେଳେ ପରମେଶ୍ୱର ନିଷ୍ପତ୍ତି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ।