Daniel 11:37 — Compare Translations

5 translations compared side by side

Odia - 1840
"ସେ ଆପଣା ପିତୃଗଣର ପ୍ରତିମାମାନଙ୍କୁ ମାନିବ ନାହିଁ। ସ୍ତ୍ରୀମାନଙ୍କ କୌଣସି ଦବେତାଙ୍କୁ ମାନିବ ନାହିଁ। କାରଣ ସେ ସମସ୍ତଙ୍କଠାରୁ ନିଜକୁ ବଡ ମନେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପିତୃଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ଆପଣା ପିତୃଗଣର ପ୍ରତିମାମାନଙ୍କୁ ମାନିବ ନାହିଁ। ସ୍ତ୍ରୀମାନଙ୍କ କୌଣସି ଦେବତାଙ୍କୁ ମାନିବ ନାହିଁ। କାରଣ ସେ ସମସ୍ତଙ୍କଠାରୁ ନିଜକୁ ବଡ଼ ମନେ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପୂର୍ବପୁରୁଷଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପୂର୍ବପୁରୁଷଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ।