Daniel 11:38 — Compare Translations
5 translations compared side by side
Odia - 1840
"ସହେି ରାଜା କବଳେ ଶକ୍ତିର ଦବେତାକୁ ଆରାଧନା କରିବ। ସେ ଶକ୍ତି ଓ ସାମର୍ଥକୁ ଆରାଧନା କରିବ। ସେ ତାହାର ପୂର୍ବ ପୁରୁଷଗଣର ଦବେତାଙ୍କୁ ଆରାଧନା କରିବ ନାହିଁ। ସେ ଶକ୍ତିର ଦବେତାଙ୍କୁ ସୁନା, ରୂପା ଓ ମୂଲ୍ଯବାନ ପଥର ଦଇେ ଆରାଧନା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାଜା କେବଳ ଶକ୍ତିର ଦେବତାକୁ ଆରାଧନା କରିବ। ସେ ଶକ୍ତି ଓ ସାମର୍ଥକୁ ଆରାଧନା କରିବ। ସେ ତାହାର ପୂର୍ବପୁରୁଷଗଣର ଦେବତାଙ୍କୁ ଆରାଧନା କରିବ ନାହିଁ। ସେ ଶକ୍ତିର ଦେବତାଙ୍କୁ ସୁନା, ରୂପା ଓ ମୂଲ୍ୟବାନ ପଥର ଦେଇ ଆରାଧନା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ।