Daniel 11:39 — Compare Translations
5 translations compared side by side
Odia - 1840
"ସେ ବିଦେଶୀଯ ଦବେତା ଶକ୍ତିର ଦବେତାର ସାହାୟ୍ଯ ରେ, ମଜ୍ବୁତ୍ ଦୁର୍ଗର ପ୍ରତିକୂଳ ରେ କାର୍ୟ୍ଯ କରିବ। ଯେ କହେି ତାକୁ ସ୍ବୀକାର କରିବ ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନକଙ୍କେ ଉପ ରେ ସମାନଙ୍କେୁ କତ୍ତୃର୍ତ୍ବ ପଦ ଦବେ ଓ ଟଙ୍କା ପରିବର୍ତେ ଭୂମି ବିଭାଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ବିଦେଶୀୟ ଦେବତାର ସାହାଯ୍ୟରେ ଦୃଢ଼ତମ ଦୁର୍ଗମାନର ପ୍ରତିକୂଳରେ କାର୍ଯ୍ୟ କରିବ, ଯେକେହି ତାହାକୁ ସ୍ଵୀକାର କରିବ, ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକର ଉପରେ ସେମାନଙ୍କୁ କର୍ତ୍ତୃତ୍ଵ ପଦ ଦେବ ଓ ପାରିତୋଷିକ ରୂପେ ଭୂମି ବିଭାଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ବିଦେଶୀୟ ଦେବତା ଶକ୍ତିର ଦେବତାର ସାହାଯ୍ୟରେ, ମଜ୍ବୁତ୍ ଦୁର୍ଗର ପ୍ରତିକୂଳରେ କାର୍ଯ୍ୟ କରିବ। ଯେକେହି ତାକୁ ସ୍ୱୀକାର କରିବ ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକଙ୍କ ଉପରେ ସେମାନଙ୍କୁ କର୍ତ୍ତୃତ୍ୱ ପଦ ଦେବ ଓ ଟଙ୍କା ପରିବର୍ତ୍ତେ ଭୂମି ବିଭାଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ବିଦେଶୀୟ ଦେବତାର ସାହାଯ୍ୟରେ ଦୃଢ଼ତମ ଦୁର୍ଗମାନର ପ୍ରତିକୂଳରେ କାର୍ଯ୍ୟ କରିବ, ଯେକେହି ତାହାକୁ ସ୍ୱୀକାର କରିବ, ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକଙ୍କ ଉପରେ ସେମାନଙ୍କୁ କର୍ତ୍ତୃତ୍ୱ ପଦ ଦେବ ଓ ପାରିତୋଷିକ ରୂପେ ଭୂମି ବିଭାଗ କରିବ।
Odia IRV 2017 (ଓଡିଆ ବାଇବେଲ)