Daniel 11:4 — Compare Translations

5 translations compared side by side

Odia - 1840
"ସହେି ରାଜା ୟିବାପ ରେ, ତାଙ୍କର ରାଜ୍ଯ ଗ୍ଭରିଭାଗ ରେ ବିଭକ୍ତ ହବେ। ତାଙ୍କର ପ୍ରଭୁତ୍ବ ତାଙ୍କ ପୁତ୍ର ନାତିଙ୍କ ମଧିଅରେ ଦିଆୟିବ ନାହିଁ। ଏହା ଅନ୍ୟମାନଙ୍କ ମଧିଅରେ ବଣ୍ଟନ ହବେ। ସହେି ରାଜ୍ଯଗୁଡିକ ପ୍ରଥମ ରାଜ୍ଯପରି ଶକ୍ତିଶାଳୀ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଉତ୍ପନ୍ନ ହେଲେ ତାହାର ରାଜ୍ୟ ଭଗ୍ନ ହେବ ଓ ଆକାଶର ଚାରି ଦିଗରେ ବିଭକ୍ତ ହେବ; ମାତ୍ର ତାହାର ବଂଶ ନିମନ୍ତେ କିଅବା ତାହାର କର୍ତ୍ତୃତ୍ଵାନୁଯାୟୀ ଶାସନ ନିମନ୍ତେ ନୋହିବ; କାରଣ ସେମାନଙ୍କ ନିମନ୍ତେ ନୁହେଁ, ମାତ୍ର ଅନ୍ୟମାନଙ୍କ ନିମନ୍ତେ ତାହାର ରାଜ୍ୟ ଉତ୍ପାଟିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାଜା ଯିବାପରେ, ତାଙ୍କର ରାଜ୍ୟ ଗ୍ଭରିଭାଗରେ ବିଭକ୍ତ ହେବ। ତାଙ୍କର ପ୍ରଭୁତ୍ୱ ତାଙ୍କ ପୁତ୍ର ନାତିଙ୍କ ମଧ୍ୟରେ ଦିଆଯିବ ନାହିଁ। ଏହା ଅନ୍ୟମାନଙ୍କ ମଧ୍ୟରେ ବଣ୍ଟନ ହେବ। ସେହି ରାଜ୍ୟଗୁଡ଼ିକ ପ୍ରଥମ ରାଜ୍ୟପରି ଶକ୍ତିଶାଳୀ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଉତ୍ପନ୍ନ ହେଲେ ତାହାର ରାଜ୍ୟ ଭଗ୍ନ ହେବ ଓ ଆକାଶର ଚାରି ଦିଗରେ ବିଭକ୍ତ ହେବ; ମାତ୍ର ତାହାର ବଂଶ ନିମନ୍ତେ କିଅବା ତାହାର କର୍ତ୍ତୃତ୍ୱାନୁଯାୟୀ ଶାସନ ନିମନ୍ତେ ନୋହିବ; କାରଣ ସେମାନଙ୍କ ନିମନ୍ତେ ନୁହେଁ, ମାତ୍ର ଅନ୍ୟମାନଙ୍କ ନିମନ୍ତେ ତାହାର ରାଜ୍ୟ ଉତ୍ପାଟିତ ହେବ।
Odia IRV 2017 (ଓଡିଆ ବାଇବେଲ)