Daniel 11:40 — Compare Translations

5 translations compared side by side

Odia - 1840
"ଆଉ ଅନ୍ତିମ କାଳ ରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବି ରୋଧ କରିବ। ଉତ୍ତର ଦେଶର ରାଜା ରଥ ଅଶ୍ବାରୋହୀଗଣ ଓ ଅନକେ ଜାହାଜ ନଇେ ତାହା ବିରୁଦ୍ଧ ରେ ଘୂର୍ଣ୍ଣିବାଯୁତୁଲ୍ଯ ଆସିବ। ସେ ନାନା ଦେଶ ରେ ପ୍ରବେଶ କରି ବନ୍ଯା ପରି ବହିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ଵାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ। ଉତ୍ତର ଦେଶର ରାଜା ରଥ ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁତୁଲ୍ୟ ଆସିବ। ସେ ନାନା ଦେଶରେ ପ୍ରବେଶ କରି ବନ୍ୟା ପରି ବହିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ।
Odia IRV 2017 (ଓଡିଆ ବାଇବେଲ)