Daniel 11:41 — Compare Translations

5 translations compared side by side

Odia - 1840
"ଉତ୍ତର ଦେଶର ରାଜା ରମ୍ଯ ଦେଶ ରେ ପ୍ରବେଶ କରିବ ତହିଁରେ ଅନକେ ଦେଶ ପରାସ୍ତ ହବେେ। ମାତ୍ର ଇଦୋମ, ମାୟୋବ ଓ ଅମାନେ ଓ ସନ୍ତାନଗଣର ଅଧିପତି ତାଙ୍କ ହସ୍ତରୁ ରକ୍ଷା ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମଧ୍ୟ ରମ୍ୟ ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତର ଦେଶର ରାଜା ରମ୍ୟ ଦେଶରେ ପ୍ରବେଶ କରିବ ତହିଁରେ ଅନେକ ଦେଶ ପରାସ୍ତ ହେବେ। ମାତ୍ର ଇଦୋମ, ମୋୟାବ ଓ ଅମୋନ ଓ ସନ୍ତାନଗଣର ଅଧିପତି ତାଙ୍କ ହସ୍ତରୁ ରକ୍ଷା ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମଧ୍ୟ ରମ୍ୟ (ଇସ୍ରାଏଲ) ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ।
Odia IRV 2017 (ଓଡିଆ ବାଇବେଲ)
ସେ ମଧ୍ୟ ରମ୍ୟ (ଇସ୍ରାଏଲ) ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ।