Daniel 11:42 — Compare Translations
5 translations compared side by side
Odia - 1840
"ଆହୁରୀ ସେ ନାନା ଦେଶ ମଧିଅରେ ଆପଣା ହସ୍ତ ପ୍ରସାରିବ ଓ ମିଶର ମଧ୍ଯ ରକ୍ଷା ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ନାନା ଦେଶ ଉପରେ ଆପଣା ହସ୍ତ ପ୍ରସାରିବ ଓ ମିସର ଦେଶ ରକ୍ଷା ପାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ସେ ନାନା ଦେଶ ମଧ୍ୟରେ ଆପଣା ହସ୍ତ ପ୍ରସାରିବ ଓ ମିଶର ମଧ୍ୟ ରକ୍ଷା ପାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ନାନା ଦେଶ ଉପରେ ଆପଣା ହସ୍ତ ପ୍ରସାରିବ ଓ ମିସର ଦେଶ ରକ୍ଷା ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ନାନା ଦେଶ ଉପରେ ଆପଣା ହସ୍ତ ପ୍ରସାରିବ ଓ ମିସର ଦେଶ ରକ୍ଷା ପାଇବ ନାହିଁ।