Daniel 11:43 — Compare Translations

5 translations compared side by side

Odia - 1840
"ସେ ମିଶର ଦେଶ ରେ ସୁନା ଓ ରୂପାର ଭଣ୍ତାର ସକଳ ଓ ବହୁମୂଲ୍ଯ ଦ୍ରବ୍ଯ ସବୁ ତାହାର ହସ୍ତଗତ ହବେ। ଆଉ ଲୁଦିଯ କୂଶୀଯମାନେ ତା'ର ଅନୁଚର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମିସରର ସୁନା ଓ ରୂପାର ଭଣ୍ତାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୁଦୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମିଶର ଦେଶରେ ସୁନା ଓ ରୂପାର ଭଣ୍ତାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟ ସବୁ ତାହାର ହସ୍ତଗତ ହେବ। ଆଉ ଲୁଦିୟ କୂଶୀୟମାନେ ତା’ର ଅନୁଚର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମିସରର ସୁନା ଓ ରୂପାର ଭଣ୍ଡାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୂବୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମିସରର ସୁନା ଓ ରୂପାର ଭଣ୍ଡାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୂବୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ।